Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

Posted on December 18, 2025

ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର ହେବା ସହିତ ୫ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ,ଗତକାଲି ବିଳମ୍ବିତ ରାତିରେ ପଡୋଶୀ ପଶ୍ଚିମବଙ୍ଗ ରାଜ୍ୟର ଗୋପୀବଲ୍ଳଭପୁରରୁ ଏକ ବୋଲେରୋ ଯୋଗେ ୯ଜଣ ଲୋକେ ରାସଗୋବିନ୍ଦପୁର ଥାନା ଅଧୀନ ଝାଟିଅଡା ଗ୍ରାମର ଏକ ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ କୌଣସି କାରଣ ବଶତଃ ନଳଗଜା ପୋଲରୁ ଚାଳିଶ ଫୁଟ ତଳକୁ ବୋଲେରୋଟି ଖସି ପଡିଥିଲା। ଫଳରେ ଗାଡ଼ିରେ ଥିବା ସତ୍ୟବାନ ବାବୁଲି,ରସନ ଦାସ,କ୍ରିଷ୍ଣା ବାଗ ଗୁରୁତର ହୋଇଥିବା ବେଳେ ପାଞ୍ଚ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଏମାନଙ୍କୁ ଉଦ୍ଧାର କରି ରାସଗୋବିନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ବେଳେ ପରେ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲକୁ ପଠାଯାଇଥିବାର ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme