Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ

Posted on November 10, 2025

ଶ୍ଵଶୁର ଘରୁ ଫେରୁଥିଲେ ଯୁବକ। ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ। ଯାଜପୁର ଜିଲ୍ଲା ବଡ଼ଚଣା ଥାନା କଡେଇ ଛକ ନିକଟରେ ରବିବାର ବିଳମ୍ଵିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ କଟକ ଜିଲ୍ଲା ମାହାଙ୍ଗା ଥାନା ଜଗନ୍ନାଥପୁର ଗ୍ରାମର ଶେଖ ମକସୁଦଙ୍କ ପୁଅ ଶେଖ ମଞ୍ଜୁର ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ଶେଖ ମଞ୍ଜୁର ରବିବାର ରାତିରେ ଧର୍ମଶାଳା ଥାନା ନେଉଳପୁରସ୍ଥିତ ଶ୍ୱଶୁର ଘରୁ ନିଜ ଘରକୁ ସ୍କୁଟି ଯୋଗେ ଯାଉଥିଲେ। କଡେଇ ଛକ ନିକଟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ବଡ଼ଚଣା ପୁଲିସ ପହଞ୍ଚି ମୃତଦେହ ଜବତ କରି ବଡ଼ଚଣା ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ସ୍କୁଟି ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme