Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଧା ରହିଗଲା କାଳିଆ ଦର୍ଶନଓଲଟିଲା ଟ୍ରାଭେଲର, ୭ ଗୁରୁତର

Posted on November 23, 2025

ଅଧାରେ ରହିଗଲା ଜଗନ୍ନାଥ ଦର୍ଶନ । ଓଲଟିଲା ଟ୍ରାଭେଲର, ୭ ଗୁରୁତର । ବିଳମ୍ବିତ ରାତିରେ ଆନ୍ନଦପୁର ରାମଚନ୍ଦ୍ରପୁର ଥାନା ମଛାଳୋ ନିକଟରେ ଦୁର୍ଘଟଣା ।

ଘସିପୁରା ଥାନା ପୁରୁଣିଆ ଗାଁର ୧୨ ଜଣ ଲୋକ ଏକ ଟ୍ରାଭେଲରରେ ପୁରୀ ବାହାରିଥିଲେ ଜଗନ୍ନାଥ ଦର୍ଶନ ପାଇଁ । ହେଲେ କିଛି ବାଟ ଯିବା ପରେ ଭାରସାମ୍ୟ ହରାଇ ଏକ ଓଲଟି ପଡିଥିଲା । ଦୁର୍ଘଟଣାରେ ୭ ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଅନ୍ୟ ୩ ଗୁରୁତର ଆନନ୍ଦପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ପୋଲିସ ଖବର ପାଇ ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme