Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍

Posted on January 16, 2026

ତଡ଼ା ଖାଇବେ ନନ୍ ପରଫର୍ମିଂ ସାର୍। ଅଧ୍ୟାପକଙ୍କୁ ସରକାରଙ୍କ ଛାଟ। ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ। କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶନାମା। ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି। ଶିକ୍ଷା ମାନଦଣ୍ଡରେ ଉନ୍ନତି ସହ କାର୍ଯ୍ୟଶୈଳୀର ସମୀକ୍ଷା ପାଇଁ ପଦକ୍ଷେପ। 

​​​ସୂଚନାନୁଯାୟୀ, ଉଚ୍ଚ ଶିକ୍ଷା ବିଭାଗ ନନ୍ ପରଫର୍ମିଂ କଲେଜ ଅଧ୍ୟାପକଙ୍କ ତାଲିକା ମାଗିଛି। ରାଜ୍ୟର ସବୁ ବିଶ୍ଵ ବିଦ୍ୟାଳୟର ରେଜିଷ୍ଟ୍ରାର, ସରକାରୀ ଡିଗ୍ରୀ କଲେଜର ପ୍ରିନ୍ସିପାଲ, ସରକାରୀ ଶିକ୍ଷଣ ତାଲିମ ଶିକ୍ଷାନୁଷ୍ଠାନର ପ୍ରିନ୍ସିପାଲ ଓ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲର ପ୍ରିନ୍ସିପାଲ ମାନଙ୍କୁ ଚିଠି ଲେଖିଛି। କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି । ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ହୋଇଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme