Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅନୁଗୋଳରେ ରକ୍ତାକ୍ତ ସଂଘର୍ଷ: ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ!

Posted on January 18, 2026

ପୂର୍ବ ଶତ୍ରୁତାରୁ ଆକ୍ରମଣ । ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଅନୁଗୋଳ ଜିଲ୍ଲା ବନ୍ତଳା ଥାନା କଲେଇପଦା ଅଞ୍ଚଳରେ ଆକ୍ରମଣ ହୋଇଛି । ଦିମୁହାଣ ସାହି ଠାରେ ଜଣେ ଯୁବକଙ୍କୁ ଅନ୍ୟ ଦୁଇଜଣ ଭୁଜାଲିରେ ଅତର୍କିତ ଆକ୍ରମଣ କରିଛନ୍ତି ।

ଗୁରୁତର ଯୁବକ ହେଲେ ଅଜୟ ନାଏକ । ସେ ବାଇକରେ ଗାଁକୁ ଯାଉଥିବାବେଳେ ସ୍କୁଟି ଓ ବୁଲେଟରେ ଦୁଇ ଜଣ ଆସି ଆକ୍ରମଣ କରିଥିଲେ । ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଗୁରୁତରଙ୍କୁ ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଘଟଣାର ତଦନ୍ତ କରୁଛି ବନ୍ତଳା ଥାନା ପୋଲିସ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ
  • ୨୫ରେ ମାଘ ସପ୍ତମୀ ବୁଡ଼: ଅର୍କକ୍ଷେତ୍ରକୁ ଛୁଟି ଆସିବେ ଶ୍ରଦ୍ଧାଳୁ, ଜଗିବେ ୩୪ ପ୍ଲାଟୁନ୍‌ ଫୋର୍ସ
  • ରାତି ୮ଟା ୩ ମିନିଟ୍, ୭ ସେକେଣ୍ଡରେ ଶ୍ମଶାନରେ ପରିଣତ ହେବ ଜନବସତି
  • ବିଶ୍ୱର ସବୁଠୁ ବଡ଼ ଶିବଲିଙ୍ଗ, ବାରାଣସୀ-ଅଯୋଧ୍ୟା ପଣ୍ଡିତଙ୍କ ଦ୍ୱାରା ସ୍ଥାପିତ
  • ପୁଣି ଉପରମୁହାଁ ବାୟୁ ପ୍ରଦୂଷଣ, ଗ୍ରାପ୍‌-୪ ଲାଗୁ, ସମସ୍ତ ନିର୍ମାଣ କାମ ବନ୍ଦ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,514)
  • ସ୍ପେଶାଲ୍ ରିପୋର୍ଟ (266)
©2026 JBR Samachar | Design: Newspaperly WordPress Theme