Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅନୁଗୋଳରେ ହାତୀପଲଙ୍କ ଆତଙ୍କ । ଧାନ ଫସଲ ନଷ୍ଟ, ଗ୍ରାମବାସୀ ଭୟଭୀତ।

Posted on October 14, 2025

ଅନୁଗୋଳ ବ୍ଲକ୍ ଅନ୍ତର୍ଗତ ନୂଆସାହି, କାଙ୍ଗୁଲା ଓ ଗୋପୀନାଥପୁର ଅଞ୍ଚଳରେ ହାତୀପଲ ଆତଙ୍କ ସୃଷ୍ଟି କରିଛନ୍ତି। ଜଙ୍ଗଲ ଛାଡ଼ି ଗାଁ ମୁହାଁ ହୋଇ ଆସିଥିବା ପ୍ରାୟ ୪୦ରୁ ଅଧିକ ହାତୀ ଏବେ ଧାନ ଫସଲକୁ ଦଳାଚକଟା କରି ଚାଷୀମାନଙ୍କ ଧାନ ବିଲକୁ ନଷ୍ଟ କରୁଛନ୍ତି । ଯାହାକୁ ନେଇ ଗ୍ରାମବାସୀ ମଧ୍ୟରେ ଭୟ ଓ ଅସନ୍ତୋଷ ଦେଖାଦେଇଛି । ହାତୀପଲ ରାତିରେ ନାଲକୋ ସ୍ମେଲ୍ଟର ପ୍ଲାଣ୍ଟ ସୀମା ଅଞ୍ଚଳ ଦେଇ ଗୋପୀନାଥପୁର ଓ କାଙ୍ଗୁଲାରେ ପ୍ରବେଶ କରିଥିଲେ। ଏହି ସମୟରେ ସେମାନେ ଶହଶହ ହେକ୍ଟର ଧାନ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି । ରାତି ହେଲେ ଗ୍ରାମବାସୀମାନେ ହାତୀଙ୍କ ଉପଦ୍ରବରେ ରାତି ସାରା ଭୟରେ ଉଜାଗର ରହୁଛନ୍ତି ।
ଜଙ୍ଗଲରେ ଖାଦ୍ୟ ଅଭାବ ଯୋଗୁଁ ହାତୀମାନେ ଏବେ ଗାଁ ଓ ସହର ମୁହାଁ ହେଉଛନ୍ତି । ହାତୀ ଦାଉରୁ ପ୍ରଶାସନ ଓ ବନ ବିଭାଗ ତୁରନ୍ତ ପଦକ୍ଷେପ ନେଇ ହାତୀ ପଲଙ୍କୁ ଅନ୍ୟତ୍ର ଘଉଡେଇବା ସହ ଆବସକୀୟ କ୍ଷତିପୂରଣ ଦେବାପାଇଁ ଗ୍ରାମବାସୀ ଦାବି କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme