Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅବ୍ଯବସ୍ଥା ଘେରରେ ରାଉରକେଲା ସରକାରୀ ଡାକ୍ତରଖାନା

Posted on November 18, 2025


ଅବ୍ଯବସ୍ଥା ଘେରରେ ରାଉରକେଲା ସରକାରୀ ଡାକ୍ତରଖାନା । ହସ୍ପିଟାଲରେ ଆବଶ୍ୟକ ଡାକ୍ତର, ନର୍ସ ଓ କର୍ମଚାରୀ ନଥିବାରୁ ଦୈନିକ ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି । ଅନ୍ୟପକ୍ଷରେ ରାଉରକେଲା ସରକାରୀ ଡାକ୍ତରଖାନାରେ ୬୬୦ କୋଟି ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ଉନ୍ନତି କରଣ କାର୍ଯ୍ୟ କରିବା ପାଇଁ ପୂର୍ବ ସରକାର ଘୋଷଣା କରିଥିଲେ ସୁଦ୍ଧା ଏହା ଏପର୍ଯ୍ଯନ୍ତ କାର୍ଯ୍ଯକାରୀ ହୋଇନାହିଁ । ଡାକ୍ତରଖାନାର ବେଡ ସଂଖ୍ୟା ବୃଦ୍ଧି କରିବା ସହ ଉନ୍ନତି କରଣ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ପାଇଁ ଦାବି ହେଉଛି । ୧୩୮ ଟି ଡାକ୍ତରୀ ପଦଵୀ ଆବଶ୍ୟକ ରହିଥିବା ବେଳେ ରହିଛନ୍ତି ୭୯ ଜଣ ଡାକ୍ତର । ସେହିପରି ୧୫୮ ଜଣ ନର୍ସ ପଦ ଖାଲି ରହିଛି । ଅନ୍ୟପକ୍ଷରେ ରାଉରକେଲା ସରକାରୀ ଡାକ୍ତରଖାନାରେ ଖାଲିଥିବା ଡାକ୍ତର ପଦବୀ ପୁରଣ କରାଯିବା ସହ ଉନ୍ନତି କରଣ କାର୍ଯ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତ ଅବସରରେ ସୂଚନା ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme