Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଭିଜିତ ମଜୁମଦାରଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ, କଲେ ଦିଗଙ୍ଗତ ଆତ୍ମାର ସଦଗତି କାମନା

Posted on January 25, 2026

ଅଭିଜିତ ମଜୁମଦାରଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ । ଅଭିଜିତଙ୍କ ଦେହାନ୍ତ ଖବର ବିଷୟରେ ଜାଣି ମୁଁ ଦୁଃଖିତ ବୋଲି କହିଛନ୍ତି ନବୀନ। ‘ଓଡ଼ିଆ ସଙ୍ଗୀତ ଜଗତ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ । ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଦିଗଙ୍ଗତ ଆତ୍ମାର ସଦଗତି କାମନା କରିଛନ୍ତି ନବୀନ ପଟ୍ଟନାୟକ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme