Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅସାବଧାନତାରୁ ଘଟିଲା ଦୁର୍ଘଟଣା, ଚାଲିଗଲା ଜୀବନ

Posted on September 25, 2025

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କଙ୍ଗେଇଲ ଗାଁରେ ଘଟିଛି ଅଭାବନୀୟ ଘଟଣା। ଗାଁ ବସ ଷ୍ଟାଣ୍ଡ ପାଖ ପୋଲ ତଳକୁ ଖସି ପଡି ଜଣେ ବ୍ୟକ୍ତିଙ୍କର ମୃତୁ ଘଟିଛି । ମୃତକ ଜଣଙ୍କ ହେଲେ କଙ୍ଗେଇଲ ଗାଁର ମଦନ ଦେହୁରୀ। ମଦନ ପୋଲ ଉପରେ ବସିଥିବା ବେଳେ ଅସାବଧାନତା କାରଣରୁ ହଟାତ ପୋଲ ତଳକୁ ଖସି ପଡ଼ିଥିଲେ। ତେବେ ପୋଲ ତଳ ନାଳରେ ପଡି ଯିବା ଯୋଗୁଁ ପାଣିରେ ବୁଡି ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ କାମାକ୍ଷାନଗର ଅଗ୍ନିଶମ ବାହିନୀ ପହଞ୍ଚି ନାଳ ଭିତରୁ ମଦନଙ୍କ ମୃତ ଦେହକୁ ଉଦ୍ଧାର କରିଥିଲେ। ତେବେ ମଦନଙ୍କ ଏହିଭଳି ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme