Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅସାବଧାନତାରୁ ଘଟିଲା ଦୁର୍ଘଟଣା, ଚାଲିଗଲା ଜୀବନ

Posted on September 25, 2025

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କଙ୍ଗେଇଲ ଗାଁରେ ଘଟିଛି ଅଭାବନୀୟ ଘଟଣା। ଗାଁ ବସ ଷ୍ଟାଣ୍ଡ ପାଖ ପୋଲ ତଳକୁ ଖସି ପଡି ଜଣେ ବ୍ୟକ୍ତିଙ୍କର ମୃତୁ ଘଟିଛି । ମୃତକ ଜଣଙ୍କ ହେଲେ କଙ୍ଗେଇଲ ଗାଁର ମଦନ ଦେହୁରୀ। ମଦନ ପୋଲ ଉପରେ ବସିଥିବା ବେଳେ ଅସାବଧାନତା କାରଣରୁ ହଟାତ ପୋଲ ତଳକୁ ଖସି ପଡ଼ିଥିଲେ। ତେବେ ପୋଲ ତଳ ନାଳରେ ପଡି ଯିବା ଯୋଗୁଁ ପାଣିରେ ବୁଡି ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ କାମାକ୍ଷାନଗର ଅଗ୍ନିଶମ ବାହିନୀ ପହଞ୍ଚି ନାଳ ଭିତରୁ ମଦନଙ୍କ ମୃତ ଦେହକୁ ଉଦ୍ଧାର କରିଥିଲେ। ତେବେ ମଦନଙ୍କ ଏହିଭଳି ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme