Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା: ରିମାଣ୍ଡରେ ଉମା ବିଷୋୟୀ ଓ କୁରୁପତି ଭୂୟାଁ ।

Posted on November 5, 2025

ରିମାଣ୍ଡରେ ଉମା ବିଷୋୟୀ ଓ କୁରୁପତି ଭୂୟାଁ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ ଉମା ବିଷୋୟୀ ଓ ସାର୍ପ ସୁଟର କୁରୁପତି ଭୂୟାଁଙ୍କୁ ରିମାଣ୍ଡରେ ନେଇ ମାରାଥନ ଜେରା କରୁଛି ପୋଲିସ । ଉଭୟଙ୍କୁ ଗୁଡେଇ ତୁଡେଇ ପ୍ରଶ୍ନ କରୁଛି ଟିମ୍ । ହତ୍ୟାର ସତ ଓଗାଳୁଛନ୍ତି ତଦନ୍ତ ଅଧିକାରୀ । ଏମାନଙ୍କ ମାଧ୍ୟମରେ ପୂର୍ବରୁ ଗିରଫ ହୋଇଥିବା ୧୪ ଜଣଙ୍କୁ ଲିଙ୍କ୍ ଖୋଜୁଛି ପୋଲିସ । ଏହାସହ ଏହି ମାମଲାରେ ପୂର୍ବରୁ ଜେଲରେ ଥିବା ଅପରାଧୀ ଚିଣ୍ଟୁ ପ୍ରଧାନ, ଯୋଗୀ ରାଉତ, ମଳୟ ବିଷୋୟୀ ଓ ମଦନ ଦଳାଇଙ୍କୁ ରିମାଣ୍ଡରେ ନେଇ ଏକାଠି ଜେରା କରିବ ବୋଲିସ ।

ଗତକାଲି ଉମା ବିଷୋୟୀ ଓ କୁରୁପତି ଭଳୟାଁଙ୍କୁ ବ୍ରହ୍ମପୁର SDJM କୋର୍ଟରେ ହାଜର କରାଯାଇଥିଲା । ପରେ ଦୁଇ ଜଣଙ୍କୁ ୪ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା ପୋଲିସ । କିନ୍ତୁ କୋର୍ଟ ଦୁଇଦିନ ପାଇଁ ଅନୁମତି ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme