Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଖି ସମସ୍ୟାରୁ ଦୂରେଇ ରଖେ ଏହି ପତ୍ର ରସ

Posted on October 22, 2025

ବିଭିନ୍ନ ପ୍ରକାର ଆଖି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଖାଲିପେଟରେ ଧନିଆ ପତ୍ର ଜୁସ୍‌ ପିଇଲେ ମିଳିଥାଏ ସୁଫଳ । ଏହା ଶରୀରରେ କୋଲେଷ୍ଟରଲ ସ୍ତର ହ୍ରାସ କରିବାରେ ମହୋଷଧି ଭଳି କାମ କରିଥାଏ। ହୃଦ୍‌ ସମସ୍ୟାରେ ଏହାକୁ ବ୍ୟବହାର କରିବା ଆବଶ୍ୟକ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏଥିରେ ପ୍ରଚୁର ପରିମାଣରେ ଭିଟାମିନ୍‌ ବି-୧୨ ରହିଥାଏ। ଏହା ସହିତ ଏଥିରେ ୮୯ ପ୍ରତିଶତ ଜଳ, କାର୍ବୋହାଇଡ୍ରେଟ୍‌, ଫାଇବର, ପ୍ରୋଟିନ୍‌, ଭିଟାମିନ୍‌-ଏ, ସି, କେ, ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌, ପୋଟାସିୟମ୍‌ ଆଦି ଉପାଦାନ ରହିଥାଏ। ଏହାର ଜୁସ୍‌ ନିୟମିତ ପିଇଲେ ସମସ୍ତ ପ୍ରକାର ଆଖି ସମସ୍ୟା ଦୂର ହୋଇଥାଏ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme