Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଗାମୀ ୨ ଦିନରେ ୨ରୁ ୩ ଡିଗ୍ରୀ ରାତି ତାପମାତ୍ରା ଖସିବ

Posted on November 3, 2025

ରାଜ୍ୟରେ ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରା କମିବ ।  ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ ।  ଏହା ପୂର୍ବାନୁମାନ କରିଛି ପାଣିପାଗ  ବିଭାଗ । ଏଥିସହ ପାଣିପାଗ  ବିଭାଗ ପୂର୍ବାନୁମାନ କରିଛି ଯେ,  ସୋମବାର ଦକ୍ଷିଣ ଉପକୂଳ  ଓଡ଼ିଶା ଓ ରାୟଗଡ଼ାର ଗୋଟିଏ  କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ହେବାର  ସମ୍ଭାବନା ରହିଛି । ମଙ୍ଗଳବାରଠୁ  ୮ ତାରିଖ ଯାଏ ରାଜ୍ୟ ସାରା  ପାଗ ଶୁଖିଲା ରହିବ ।

ଗତକାଲି  ରାତିର ସବୁଠୁ କମ୍‌ ତାପମାତ୍ରା  କୋରାପୁଟରେ ୧୫.୪ ଡିଗ୍ରୀ  ରହିଥିଲା । ସେହିପରି ଫୁଲବାଣୀରେ  ୧୮ ଡିଗ୍ରୀ ଓ ଦାରିଙ୍ଗିବାଡ଼ିରେ ୧୯  ଡିଗ୍ରୀ ରହିଥିଲା । ପୁରୀରେ ରାତିର  ତାପମାତ୍ରା ସର୍ବାଧିକ ୨୬.୮ ଡିଗ୍ରୀ  ରହିଥିଲା । ପାରାଦୀପରେ ୨୫.୭  ଡିଗ୍ରୀ , ଗୋପାଳପୁରରେ ୨୫.୪  ଡିଗ୍ରୀ, ଛତ୍ରପୁରରେ ୨୫.୫ ଡିଗ୍ରୀ,  ବରଗଡ଼ରେ ୨୫.୨ ଓ ଟିଟିଲାଗଡ଼ରେ  ୨୫ ଡିଗ୍ରୀ ତାପମାତ୍ରା ରହିଥିଲା ।  ସେହିପରି ଭୁବନେଶ୍ୱରରେ  ରାତିର ତାପମାତ୍ରା ୨୪ ଡିଗ୍ରୀ,  କଟକରେ ୨୩ ଡିଗ୍ରୀ ରହିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme