Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜି ହଂକଂ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ୨ ମୃତ

Posted on October 20, 2025

ଆଜି ହଂକଂ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଦୁବାଇରୁ ଆସିଥିବା ଏକ ମାଲବାହୀ ବୋଇଙ୍ଗ୍ ୭୪୭ ବିମାନ ଲ୍ୟାଣ୍ଡିଂ ସମୟରେ ରନୱେରୁ ଖସି ସମୁଦ୍ରରେ ପଡ଼ିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି, ଓ ୪ କ୍ରୁ ମେମ୍ବରଙ୍କୁ ଉଦ୍ଧାର କରାଯାଇଛି।

ସୂଚନା ଅନୁସାରେ, ଦୁର୍ଘଟଣା ରନୱେରେ ଠିଆ ହୋଇଥିବା ଦୁଇ ଲୋକଙ୍କର ମୃତ୍ୟୁ ସହ ବିମାନ ଦୁଇ ଖଣ୍ଡରେ ଭାଙ୍ଗି ସମୁଦ୍ରରେ ଖସିଛି। ୩୨ ବର୍ଷର ଏହି ପୁରୁଣା ବୋଇଙ୍ଗ୍ ୭୪୭ ବିମାନ କାର୍ଗୋ ଭାବେ କାମ କରୁଥିଲା।

ହଂକଂ ଏୟାରପୋର୍ଟ ଏହି ଦୁର୍ଘଟଣା ପରେ ପ୍ରସ୍ଥାନ ଓ ଆଗମନ ପାଇଁ ରନୱେକୁ ବନ୍ଦ କରିଦିଆଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme