Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆନନ୍ଦପୁରରେ ବାଘ ଆତଙ୍କ, ତୀକ୍ଷଣ ନଜର ରଖିଛି ବନ ବିଭାଗ

Posted on November 5, 2025

ଆନନ୍ଦପୁରରେ ବାଘ ଆତଙ୍କ । ଆନନ୍ଦପୁର ବନଖଣ୍ଡ ସଢଙ୍ଗୀ ଗାଁରେ ବାଘ ପାଦ ଚିହ୍ନ ସ୍ପଷ୍ଟ ପରେ ଭୟଭୀତ ଅବସ୍ଥାରେ ଗାଁଲୋକେ । ସେପଟେ ବାଘର ପାଦ ଚିହ୍ନ ସ୍ପଷ୍ଟ ହେବା ପରେ ତୀକ୍ଷଣ ନଜର ରଖିଛି ବନ ବିଭାଗ । ଗାଁର ଜଣେ ଯୁବକ ବିଳମ୍ବିତ ରାତିରେ ବାଘକୁ ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ । ଖବରପାଇ ଆନନ୍ଦପୁର ବନବିଭାଗ ଗାଁରେ ପହଁଞ୍ଚି ଚାଷ ଜମିରେ ପଡ଼ିଥିବା ପାଦ ଚି଼ହ୍ନ ବାଘର ବୋଲି ସ୍ପଷ୍ଟ କରିଛନ୍ତି ।

ଆନନ୍ଦପୁରରେ ବାଘର ସ୍ଥିତି ବନବିଭାଗ ଜାହିର କରିବା ପରେ ଜଙ୍ଗଲ ନିକଟସ୍ଥ ଗାଁଲୋକେ ଭୟଭୀତ ହୋଇଛନ୍ତି । ଗତକାଲିଠାରୁ ବାଘକୁ ସନ୍ତୋଷପୁର ବିଟ ଅଞ୍ଚଳରେ ଦେଖିବାକୁ ମିଳିଥିବା ବେଳେ ଏହାକୁ ହଦଗଡ଼ ଜଙ୍ଗଲ ଆଡକୁ ଟ୍ରାପ କରି ନିଆଯାଉଥିବା ବନବିଭାଗ ଅଧିକାରୀ ସ୍ପଷ୍ଟ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme