Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆମେରିକାରେ କାର୍ଗୋ ପ୍ଲେନ କ୍ରାସ; ୭ ମୃତ, ଆଗକୁ ବଢ଼ିପାରେ ମୃତକଙ୍କ ସଂଖ୍ୟା

Posted on November 6, 2025

ଆମେରିକାର କେଣ୍ଟୁକିସ୍ଥିତ ଲୁଇଭେଲିରେ କାର୍ଗୋ ପ୍ଲେନ କ୍ରାସ। ୟୁପିଏସ କାର୍ଗୋ ପ୍ଲେନ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ୭ ଜଣ। ଆହତ ହୋଇଛନ୍ତି ୧୧ ଜଣ। ଲୁଇଭେଲି ବିମାନ ବନ୍ଦରରୁ କାର୍ଗୋପ୍ଲେନଟି ଉଡ଼ାଣ ଭରିବା ମାତ୍ରେ ଇଞ୍ଜିନଟି ଜଳିଯାଇ ଅଗ୍ନିପିଣ୍ଡୁଳାରେ ପରିଣତ ହୋଇଯାଇଥିଲା। ୟୁପିଏସ ୱାର୍ଲଡପୋର୍ଟରୁ ହୋନୁଲୁଲୁକୁ ଯିବାକୁ ଥିବା ଏହି ବିମାନଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଉଡ଼ାଣ ଆରମ୍ଭ କରିବା ବେଳେ ପ୍ରଥମେ ଇଞ୍ଜିନରୁ ଧୂଆଁ ବାହାରିଥିଲା। ପରେ ପରେ ଇଞ୍ଜିନଟି ଜଳିଯାଇଥିଲା। ୧୯୯୧ରେ ମାକଡୋନେଲ ଡୋଗଲାସ ଏମଡି-୧୧ ବିମାନ ନିର୍ମିତ ହୋଇଥିଲା। ଏହି ବିମାନବନ୍ଦରରୁ ଦୈନିକ ୩୦୦ ବିମାନ ଉଡାଣ ଭରିଥାନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme