Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆମେରିକା ବ୍ରାଉନ୍ ୟୁନିଭର୍ସିଟିରେ ଗୁଳିକାଣ୍ଡ, ୨ ମୃତ

Posted on December 14, 2025

ଆମେରିକା ୟୁନିଭର୍ସିଟିର ବାରୁସ୍ ଆଣ୍ଡ ହୋଲି ବିଲ୍ଡିଂରେ ଫାଇନାଲ ପରୀକ୍ଷା ଚାଲିଥିବାବେଳେ ବଡ଼ ଧରଣର ଗୁଳିକାଣ୍ଡ ଘଟିଛି । କଳା ପୋଷାକ ପିନ୍ଧିଥିବା ଜଣେ ସନ୍ଦିଗ୍ଧ ଆସି ଆଖିବୁଜା ଗୁଳିମାଡ଼ କରିଥିଲା । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୮ ଜଣ ଆହତଙ୍କୁ ରୋଡ୍ ଆଇଲ୍ୟାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି ।

ଗୁଳିମାଡ଼ କରିବା ପରେ ସନ୍ଦିଗ୍ଧ ଜଣକ ହୋପ୍ ଷ୍ଟ୍ରିଟ୍ ଆଡକୁ ଚାଲି ଚାଲି ଯାଇ ଫେରାର ହୋଇଯାଇଥିଲା । ଆକ୍ରମଣର କାରଣ ଜଣାପଡିନାହିଁ । ପ୍ରଥମେ ଜଣେ ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇଥିବାବେଳେ ପରେ ତାକୁ ଛାଡିଦିଆଯାଇଛି । ସୁରକ୍ଷା ଦୃଷ୍ଟିରୁ ଲୋକଙ୍କୁ ଘର ଭିତରୁ ନବାହାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥାନୀୟ ପୋଲିସ ସହ FBI ଓ ATF ଘଟଣାର ତଦନ୍ତ କରୁଛନ୍ତି । ଘଟଣାକୁ ନେଇ ଦୁ!ଖ ପ୍ରକାଶ କରିବା ସହ ଶାନ୍ତି ବଜାୟ ରଖିବାକୁ ଅପିଲ୍ କରିଛନ୍ତି ମେୟର ବ୍ରେଟ୍ ସ୍ମାଇଲି ଓ ଗଭର୍ଣ୍ଣର ଡାନ୍ ମ୍ୟାକିକ୍ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme