Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆସନ୍ତାକାଲି ନୂଆପଡା ଉପନିର୍ବାଚନ ଭୋଟ ଗଣତି, ପ୍ରସ୍ତୁତି ଚୂଡାନ୍ତ

Posted on November 13, 2025

ନୂଆପଡା ଉପନିର୍ବାଚନର ଭୋଟ ଗଣତି ଆସନ୍ତାକାଲି ହେବ । ଜିଲ୍ଲାପାଳ ସୂଚନା ଦେଇଛନ୍ତି ଯେ ଗଣନା ପ୍ରକ୍ରିୟାକୁ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି । ନ୍ୟାସନାଲ କଲେଜରେ ଷ୍ଟ୍ରଙ୍ଗରୁମ ମଧ୍ୟରେ ରହିଥିବା ଇଭିଏମ ଓ ଭିଭିପାଟ ମେସିନଗୁଡ଼ିକୁ ତ୍ରିସ୍ତରୀୟ ସୁରକ୍ଷାରେ ଗଣନା କକ୍ଷକୁ ଅଣାଯିବ ।

୧୪ଟି ଗଣତି ଟେବୁଲ୍ ଓ ଗୋଟିଏ ପୋଷ୍ଟାଲ ଭୋଟ ଟେବୁଲ୍ ବ୍ୟବସ୍ଥା ହୋଇଛି । ସକାଳ ୮ଟାରେ ପୋଷ୍ଟାଲ ବାଲାଟ ଗଣାଯିବା ପରେ ୮.୩୦ରୁ ଇଭିଏମ ଗଣନା ଆରମ୍ଭ ହେବ । ମୋଟ ୨୬ ରାଉଣ୍ଡରେ ଗଣନା ହେବ । ସମସ୍ତ ପ୍ରକ୍ରିୟା ସିସିଟିଭି ନଜରରେ ହେବ ଓ ଭିଡିଓ ରେକର୍ଡିଂ ରଖାଯିବ । ଶେଷରେ ବିଜେତା ପ୍ରାର୍ଥୀଙ୍କ ନାମ ଘୋଷଣା କରି ଜୟ ସନଦ ପ୍ରଦାନ କରାଯିବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme