Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆସନ୍ତା ଜାନୁଆରୀ ୬ ତାରିଖରୁ ହେବ ପକ୍ଷୀ ଗଣନା…

Posted on December 17, 2025

ଆସନ୍ତା ଜାନୁଆରୀ ୬ ତାରିଖରୁ ହେବ ପକ୍ଷୀ ଗଣନା । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି, ଚିଲିକା, ନଳବଣ, ମଙ୍ଗଳାଯୋଡ଼ି, ହୀରାକୁଦ, ନନ୍ଦନକାନନ ପରି ସ୍ଥାନରେ ବିଦେଶୀ ପକ୍ଷୀଙ୍କ ଆଗମନକୁ ନେଇ ଗଣତି କରିବ ଜଙ୍ଗଲ ଓ ପରିବେଶ ବିଭାଗ । ପର୍ଯ୍ୟଟନ ବିଭାଗର ବି ସହଯୋଗ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ରାଜ୍ୟକୁ ପକ୍ଷୀ କମ୍ ଆସିବା ପ୍ରସଙ୍ଗରେ ମନ୍ତ୍ରୀ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ହୋଇ ୨ରୁ ୩ଡିଗ୍ରୀ ହୋଇଛି । ପକ୍ଷୀଙ୍କ ସୁରକ୍ଷା ପାଇଁ ପକ୍ଷୀ ସଂରକ୍ଷଣ, ଆଧୁନିକ ୱାଚ୍ ଟାୱାର, ଏନକ୍ଲୋଜର ନିର୍ମାଣ ହେବ, ପକ୍ଷୀ ମାନଙ୍କ ପାଇଁ ଆଧୁନିକ ପରିବେଶ ତିଆରି କରିବା ଏବଂ ଲୋକଙ୍କୁ ଜାଗୃତ କରାଯିବ । ସେହିପରି ଶିକାରୀ ମାନଙ୍କ ଗତିବିଧି ରୋକାଯିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme