Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆସନ୍ତା ୨ରୁ ୩ ଦିନରେ ସମ୍ପୂର୍ଣ୍ଣ ବିଦାୟ ନେବ ମୌସୁମୀ, ବୁଧବାର ଯାଏ ବର୍ଷା ଆଲର୍ଟ

Posted on October 14, 2025

ଫେରୁଛି ମୌସୁମୀ । ରାଜ୍ୟରୁ ଦକ୍ଷିଣ- ପଶ୍ଚିମ ମୌସୁମୀ ଫେରିଯିବା ପାଇଁ ପାଗ ଅନୁକୂଳ ରହିଛି । ଏ ସମୟରେ ଗଞ୍ଜାମରେ ଚାଲିଛି ବର୍ଷା । ଆସନ୍ତା ୨ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ମେଘୁଆ ପାଗ, ଘଡ଼ଘଡ଼ି, ବିଜୁକି ସହ ବର୍ଷା ହେବାର ସମ୍ଭାବନା ରହିଛି । ଝଟକା ପବନ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ବହିବ। ଆସନ୍ତା ବୁଧବାର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme