Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଉଠା ଦୋକାନୀଙ୍କ ପାଇଁ ଆସିବ ସ୍ୱତନ୍ତ୍ର ନିୟମ

Posted on October 24, 2025

ଉଠା ଦୋକାନୀଙ୍କ ପାଇଁ ଆସିବ ସ୍ୱତନ୍ତ୍ର ନିୟମ। ଏଣିକି ମନ ଇଚ୍ଛା ରାସ୍ତାକଡ଼ରେ ବ୍ୟବସାୟ କରିପାରିବେନି ଉଠା ଦୋକାନୀ। ନିର୍ଦ୍ଧିଷ୍ଟ ସମୟରେ ଚକ ଥିବା ଟ୍ରଲିରେ ଜିନିଷ ରଖି ବେପାର କରିବେ। ସମୟ ସରିଲେ ରାସ୍ତା ଉପରେ ଆଉ ଠେଲା ଗାଡ଼ିକୁ ରଖିପାରିବେନି ବୋଲି କଡ଼ା ଚେତାବନୀ ଦେଇଛି ବିଏମସି। ନହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସପ୍ତାହକ ଭିତରେ ଏନେଇ ଉଠାଦୋକାନୀଙ୍କୁ ସଚେତନ କରାଯିବ ବୋଲି ବିଏମସି କହିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି
  • ଆଜିଠୁ ସଂସଦର ଶୀତ ଅଧିବେଶନ, ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ
  • ବାରବାଟୀ T20: ମୁଖ୍ୟମନ୍ତ୍ରୀ କିଣିଲେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଟିକେଟ୍
  • ରାସ୍ତା ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (283)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (59)
  • ରାଜ୍ୟ (902)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme