Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଓଡ଼ିଶା ଗାଇଲା ‘ବନ୍ଦେ ମାତରମ୍’, ‘ବନ୍ଦେ ମାତରମ୍’ର  ୧୫୦ ତମ ଶତବାର୍ଷିକୀ ପାଳିତ

Posted on January 12, 2026

ଓଡ଼ିଶା ଗାଇଲା ‘ବନ୍ଦେ ମାତରମ୍’ । ‘ବନ୍ଦେ ମାତରମ୍’ର ସଙ୍ଗୀତର ୧୫୦ ତମ ଶତବାର୍ଷିକୀ ପାଳିତ। ସମସ୍ତ ଶିକ୍ଷାନୁଷ୍ଠାନରେ ସାମୁହିକ ଗାୟନ ହେଲା ବନ୍ଦେ ମାତରମ୍। ଦିନ ୧୧ଟା ବେଳେ ଏକାଠି ଗାଇଲା ସାରା ରାଜ୍ୟ।  ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ‘ବନ୍ଦେ ମାତରମ୍’ ଗାନ କରାଯାଇଛି। ଛାତ୍ରଛାତ୍ରୀ ଏକାଠି ହୋଇ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ୱଦେଶୀ ସଂକଳ୍ପ ପାଠ କରିଛନ୍ତି। ସେହିଭଳି ସମସ୍ତ ସ୍କୁଲରେ ଜାତୀୟ ଯୁବ ଦିବସ ପାଳନ କରାଯାଇଛି।

ପୂର୍ବରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ, ଗଣଶିକ୍ଷା ଏବଂ ଉଚ୍ଚ ଶିକ୍ଷା ବିଭାଗକୁ ଚିଠି କରିଥିଲା । ଜୟପୁର, ବ୍ରହ୍ମପୁର, ବାଲେଶ୍ୱର ଓ ଭୁବନେଶ୍ୱର ମଣ୍ଡଳରେ ବିଭକ୍ତ କରାଯାଇ ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯାଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme