Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଔଷଧ ଦୋକାନରେ ଡ୍ରଗ୍ସ ବିଭାଗର ଯାଞ୍ଚ

Posted on December 18, 2025

ବାଲେଶ୍ବର ଜିଳ୍ଲା ସିମୁଳିଆରେ ଔଷଧ ଦୋକାନରେ ଡ୍ରଗ୍ସ ବିଭାଗର ଯାଞ୍ଚ l ମାର୍କୋଣା ବଜାରରେ ଅବସ୍ଥିତ ବିଭିନ୍ନ ଔଷଧ ଦୋକାନରେ ଡ୍ରଗ୍ସ ବିଭାଗ ପକ୍ଷରୁ ଯାଞ୍ଚ କରାଯାଇଛି । ବାଲେଶ୍ୱର ଡ୍ରଗ୍ସ ଇନ୍ସପେକ୍ଟର ମୋନାଲିସା ମଲ୍ଲିକଙ୍କ ନେତୃତ୍ୱରେ ଏହି ଯାଞ୍ଚ ହୋଇଥିବା ଜଣାପଡ଼ିଛି । ସିମୁଳିଆ ଅଞ୍ଚଳର କିଛି ଔଷଧ ଦୋକାନ ଓ ହୋଲସେଲରଙ୍କ ଦ୍ୱାରା ନକଲି ଔଷଧ ବିକ୍ରି ଓ ଲାଇସେନ୍ସ ନଥାଇ ଦୋକାନ କରିଥିବା ନେଇ ପୂର୍ବରୁ ବିଭିନ୍ନ ସମୟରେ ଅଭିଯୋଗ ଆସୁଥିଲା। ଏହି ଅଭିଯୋଗକୁ ଆଧାର କରି ଆଜି ଡ୍ରଗ୍ସ ଇନ୍ସପେକ୍ଟର ସିମୁଳିଆ ଅଞ୍ଚଳରେ ପହଞ୍ଚି ଅନେକ ଔଷଧ ଦୋକାନରେ ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ ବିଭିନ୍ନ ପ୍ରକାର ଔଷଧର ସ୍ୟାମ୍ପୁଲ ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଇଥିବା ଡ୍ରଗ୍ସ ଇନ୍ସପେକ୍ଟର ସୂଚନା ଦେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme