Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କଟକରେ ୨୬ ନଭେମ୍ବରେ ବସିବ ବ୍ଲାକ୍ ମନି SIT ବୈଠକ

Posted on November 17, 2025

ଆସନ୍ତା ୨୬ ତାରିଖରେ କଟକରେ ବ୍ଲାକ୍ ମନି ମାମଲା ନିମନ୍ତେ ବିଶେଷ ତଦନ୍ତ ଦଳ (SIT)ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବୈଠକରେ ଅଧ୍ୟକ୍ଷତା କରିବେ SIT ଉପାଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତ। ତାଙ୍କ ବାସଭବନରେ ଏହି ବୈଠକ ଆୟୋଜିତ ହେବ।

ବୈଠକରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେବେ। ୨୬ ନଭେମ୍ବର ସକାଳ ୧୧ଟାରେ ବୈଠକ ଆରମ୍ଭ ହେବ ବୋଲି ଜଣାପଡ଼ିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

November 2026
M T W T F S S
 1
2345678
9101112131415
16171819202122
23242526272829
30  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme