Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କମିବାର ନାଁ ନେଉନି ଶୀତର ପ୍ରକୋପ

Posted on December 18, 2025

ରାଜ୍ୟରେ ଶୀତର ପ୍ରକୋପ କମିବାର ନାଁ ନେଉନି । ଆଗକୁ ବି ଏହା ଜାରି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ମଙ୍ଗଳବାର ୧୦ଟି ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ଥିଲା । ୫.୭ ଡିଗ୍ରୀ ସହ ସେମିଳିଗୁଡ଼ା ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଥିଲା । କୋରାପୁଟରେ ୬ଡିଗ୍ରୀ, ଜି ଉଦୟଗିରିରେ ୬.୬, ଝାରସୁଗୁଡ଼ାରେ ୭.୨, ଦାରିଙ୍ଗବାଡ଼ିରେ ୮, ବୌଦ୍ଧରେ ୯.୪, ଚିପିଲିମା, ଅନୁଗୁଳ, ରାୟଗଡ଼ା ଓ ନବରଙ୍ଗପୁରରେ ୧୦ ଡିଗ୍ରୀ ରେକର୍ଡ ହୋଇଛି । ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୪.୫ ଡିଗ୍ରୀ କମ୍ ରେକର୍ଡ ହୋଇଛି । କୋରାପୁଟରେ ସ୍ୱାଭାବିକଠାରୁ ୫.୨, ଅନୁଗୁଳରେ ୩.୫ ଓ ଭୁବନେଶ୍ୱରରେ ୧.୩ ଡିଗ୍ରୀ କମ୍ ରହିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme