Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କଳିଙ୍ଗା ଘାଟିରେ ଓଲଟିଲା ବସ୍ ; ୧୫ରୁ ଅଧିକ ଯାତ୍ରୀ ଆହତ

Posted on November 7, 2025

ଜି.ଉଦୟଗିରି କଳିଙ୍ଗା ଘାଟି ଅନ୍ଧାରକୂଟି ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଶ୍ରୀରାମ ବସ୍ । ବସଟି ବରଗଡ଼ରୁ ବ୍ରହ୍ମପୁର ଯାଉଥିବା ବେଳେ ଦୁର୍ଘଟଣା । ବସରେ ୨୦ରୁ ଅଧିକ ଯାତ୍ରୀ ଥିବା ସୂଚନା । ଦୁର୍ଘଟଣାରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବିନା ଅନୁମତିରେ କଳିଙ୍ଗା ଘାଟି ଦେଇ ବସ୍ ଯାଉଥିବା ସୂଚନା ମିଳିଛି। ଆହତମାନଙ୍କୁ ଭଞ୍ଜନଗର ଓ ଜି. ଉଦୟଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ ଅଗ୍ନିଶମ ବାହିନୀ। ବିନା ଅନୁମତିରେ ଗାଡିଟି କିପରି କଳିଙ୍ଗା ଘାଟିକୁ ଅତିକ୍ରମ କଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଭାରୀଯାନ ବାରଣ କରାଯାଇଥିବା ସତ୍ତ୍ବେ ବସଟି କଳିଙ୍ଗା ଘାଟି ଚଢିବାରୁ ଦୁର୍ଘଟଣା ଘଟିଥିବା କୁହାଯାଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ଚାଳକକୁ ଛୁରାମାଡ଼, ଟଙ୍କା ଓ ମୋବାଇଲ ଲୁଟ୍
  • ଡାକଘରୁ ଚୋରି, ଲକର ଭାଙ୍ଗି ପ୍ରାୟ ୩୦ ଲକ୍ଷ ଟଙ୍କାର ଲୁଟ୍
  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (908)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme