Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କାର ଓ ୨ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ଜଣେ ମୃତ

Posted on December 22, 2025

ରମ୍ଭା ଥାନା ହୁମା ପୁରୁଷୋତ୍ତମପୁର ରାସ୍ତା ବି. କାଇଞ୍ଚପୁର ଗାଁ ନିକଟରେ କାର ଓ ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୩ଜଣ ଛାତ୍ର ଗୁରୁତର ଆହତ ହୋଇଛନ୍ତି l ମୃତ କଲେଜ ଛାତ୍ର ଜଣକ ହେଲେ ଜି. ଶୁଭମ ରେଡି । ସେ ଖଣ୍ଡଦେଉଳି କଲେଜରେ ଯୁକ୍ତ -୨ ଛାତ୍ର ବୋଲି ଜଣାପଡିଛି l ତାଙ୍କ ଘର ପୁରୁଷୋତ୍ତମପୁର ଥାନା ସି ଏଚ ନୂଆଗାଁରେ।

୪ଜଣ ଛାତ୍ର ୨ଟି ବାଇକରେ ପୁରୁଷୋତ୍ତମପୁର ପଟୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା କାର ସହ ମୁହାଁ ମୁଁହି ଧକ୍କା ହୋଇଥିଲା l ଘଟଣାସ୍ଥଳରେ ଜି. ଶୁଭମ ରେଡ୍ଡିଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme