Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କେନାଲକୁ ଖସିଲା ଓଲିଉଡ୍ ଅଭିନେତା ଅଶ୍ରୁମୋଚନଙ୍କ ଗାଡ଼ି

Posted on November 8, 2025

ଓଲିଉଡ୍ ଅଭିନେତା ଅଶ୍ରୁମୋଚନଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ବାରଙ୍ଗ ଥାନା ଅଧୀନସ୍ଥ କଳାଝରୀ ସାଇଫନ ନିକଟରେ ଏହି ଘଟଣା ଘଟିଛି । ସୁଟିଂ ସାରି ଗାଡ଼ିରେ ଫେରୁଥିବା ବେଳେ ସାମ୍ନାକୁ ହଠାତ୍ ଏକ କୁକୁର ପଳାଇ ଆସିବାରୁ ଗାଡ଼ିର ନିୟନ୍ତ୍ରଣ ହରାଇ କେନାଲକୁ ଖସିପଡ଼ିଥିଲା କାର ।

କଳାଝରୀ ନିକଟ ଦୟା ୱେଷ୍ଟ ନାଳ ଭିତରକୁ ଖସିଯାଇଥିଲା ଗାଡ଼ି । ତେବେ ଅଭିନେତା ଅଶ୍ରୁମୋଚନ ସମ୍ପୁର୍ଣ୍ଣ ସୁରକ୍ଷିତ ଅଛନ୍ତି । ଘଟଣା ସମ୍ବନ୍ଧରେ ବାରଙ୍ଗ ପୋଲିସ ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme