Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ

Posted on December 24, 2025

କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ ବନ୍ଧା ହେବେ । ଏପରି ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।

କୋଟିଆକୁ ନେଇ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା । କୋଟିଆକୁ ଆନ୍ଧ୍ରର ଅବାଧ ପ୍ରବେଶ ହେଉଥିବା ବେଳେ ଆଜି ଏପରି ଚେତାବନୀ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ । ଆନ୍ଧ୍ରର ଲୋକ କୋଟିଆକୁ ବୁଲିବାକୁ ଆସି ପାରିବେ । କିନ୍ତୁ କୋଟିଆବାସୀଙ୍କୁ ପ୍ରଲୋଭିତ କଲେ କି ଲିଫ୍‌ଲେଟ ବାଣ୍ଟିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଓଡ଼ିଶା କୋଟିଆର ମାଆ, ଆନ୍ଧ୍ର ହେଉଛି ମାଉସୀ । ମାଆ ବଞ୍ଚିଥିବା ପର୍ଯ୍ୟନ୍ତ ମାଉସୀର ଆବଶ୍ୟକ ନାହିଁ । ଆମ ସରକାର ପାଇଁ ଭୁବନେଶ୍ବର ଯେତିକି ଗୁରୁତ୍ୱପୂର୍ଣ୍ଣ କୋଟିଆ ସେତିକି ଗୁରିତ୍ବପୂର୍ଣ୍ଣ । ବିକଶିତ କୋଟିଆ ନିର୍ମାଣ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme