Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଖଟିଆରେ ୨କିଲୋମିଟର ବୁହା ହୋଇ ନଈ ପାର ହେଲେ ଗର୍ଭବତୀ।

Posted on September 26, 2025

ପୁଣି ଖଟିଆରେ ବୁହା ହୋଇ ଉଛୁଳା ନଈ ପାର ହେଲେ ଗର୍ଭବତୀ। ଏ ଦୃଶ୍ୟ ହେଉଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଗୁଣ୍ଡିଚାନାଳୀ କଳାମାଟି ସାହିର। ସାହିର କର୍ମୀ ମୁର୍ମୁଙ୍କ ଅସହ୍ୟ ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ସମ୍ପର୍କୀୟ ମାନେ ଏକ ଖଟିଆରେ ଧରି ପ୍ରାୟ ୨ କିଲୋମିଟର ଚାଲି ଚାଲି ଯାଇଥିଲେ। ଏପରିକି ଉଛୁଳା ରାମିଆଳ ନଦୀ ପାର ହୋଇ ଗର୍ଭବତୀଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ତେବେ କର୍ମୀ ମୁର୍ମୁଙ୍କର ଏହା ହେଉଛି ଦ୍ୱିତୀୟ ଗର୍ଭ। ପୂର୍ବରୁ ତାଙ୍କର ଏକ ୪ବର୍ଷର ଶିଶୁ ପୁତ୍ର ରହିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme