
କମିଲା ସୁନା ଏବଂ ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୮,୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୦୮,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୮,୦୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୦୮,୨୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୮,୦୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧, ୦୮,୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୮,୧୯୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୮,୩୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୮,୨୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧, ୦୮,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୮,୦୪୦ ଓ ୧, ୦୮,୨୦୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୫୧,୦୦୦ ଟଙ୍କା ହୋଇଛି
