Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଖାଇକୁ ଖସିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

Posted on January 13, 2026

ନୟାଗଡ ଜିଲ୍ଲାର ଗଣିଆରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଭାରସାମ୍ୟା ହରାଇ ଖାଇକୁ ଖସିଲା ଯାତ୍ରୀବାହୀ ବସ୍ । ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମବାହିନୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଛନ୍ତି । 

ସୂଚନା ମୁତାବକ, ଲାଞ୍ଜିଗଡ଼ରୁ ଭୁବନେଶ୍ୱରକୁ ଯାଉଥିବା ବୁଲବୁଲ  ନାମକ ଘରୋଇ ବସ  ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ଭୋର ୩ଟା ସମୟରେ ବସଟି ଗଣିଆ ଥାନା ଅନ୍ତର୍ଗତ ଆଡକଟା ଠାରେ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଗାଡିର ବେଗ ଏତେ ପ୍ରଖର ଥିଲା ଯେ ବସଟି ରାସ୍ତା ଠାରୁ ୨୦୦ମିଟର ତଳକୁ ଖସି ପଡିଥିଲା । ରାସ୍ତାକୁ ଲାଗି ରହିଥିବା  ପୋଲ ଓ ତାଳ ଗଛକୁ ବାଡ଼େଇ ବିଲ ଭିତରରେ ଓଲଟି ପଡିଥିଲା । ଖବରପାଇ ଘଟଣାସ୍ଥଳରେ ଗଣିଆ ଥାନ ଏଏସଆଇ ଓ ପୁଲିସ କର୍ମଚାରୀ, ୧୦୮ ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀର କର୍ମଚାରୀମାନେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଛନ୍ତି । ଘଟଣାରେ କୌଣସି ଯାତ୍ରୀ, ଡ୍ରାଇଭର ଓ ହେଲ୍ପରଙ୍କ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି।  ଘଟଣାସ୍ଥଳରେ ସ୍ଥାନୀୟ ଲୋକମାନେ ଉପସ୍ଥିତ ରହି ଲୋକଙ୍କୁ ଉଦ୍ଧାର କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme