Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଖାଦ୍ୟରେ ସାମିଲ କରନ୍ତୁ ଟମାଟୋ

Posted on September 22, 2025

ଟମାଟୋରେ ଅନେକ ଉପକାରୀ ଗୁଣ ରହିଛି। ଆପଣ ଚର୍ବିଜନିତ ସମସ୍ୟା ସହ ଜଡ଼ିତ କି? ଯଦି ହଁ, ତେବେ ନିଜ ଦୈନନ୍ଦିନ ଖାଦ୍ୟ ତାଲିକାରେ ଟମାଟୋ ସାମିଲ କରନ୍ତୁ। ଏହା ଶରୀରରେ ଚର୍ବି ପରିମାଣ କମାଇବାରେ କେତେକାଂଶରେ ସାହାଯ୍ୟ କରିଥାଏ ବୋଲି ସିଓଲ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଏଭଳି ସିଦ୍ଧାନ୍ତରେ ଉପନୀତ ହେବା ପୂର୍ବରୁ ସେମାନେ ଚର୍ବିଜନିତ ସମସ୍ୟା ଥିବା କେତେକ ବ୍ୟକ୍ତିଙ୍କୁ ଏହାର ପରିସରଭୁକ୍ତ କରିଥିଲେ। ସେମାନଙ୍କୁ ନିୟମିତ ଖାଦ୍ୟ ସହ ଟମାଟୋରେ ପ୍ରସ୍ତୁତ ଖାଦ୍ୟ ଖାଇବାକୁ ଦିଆଯାଇଥିଲା। କିଛି ମାସ ପରେ ସେମାନଙ୍କର ଚର୍ବି କେତେକାଂଶରେ କମିଥିବାର ଜଣାପଡ଼ିଥିଲା। କେବଳ ସେତିକି ନୁହେଁ, ନିୟମିତ ଟମାଟୋ ଖାଇଲେ ଏହା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ଏହା ଦୃଷ୍ଟି ଶକ୍ତି ପାଇଁ ମଧ୍ୟ ଉପକାରୀ ସାବ୍ୟସ୍ତ ହୋଇଥାଏ। ଟମାଟୋ ଖାଇଲେ ତାହା କ୍ୟାନ୍ସର ଆଶଙ୍କାକୁ କେତୋକଂଶରେ ଦୂରେଇ ରଖେ ବୋଲି ଉକ୍ତ ରିପୋର୍ଟରୁ ଜଣାପଡ଼ିଛି। ଟମାଟୋ ଖାଇଲେ ତାହା ପାଚନ କ୍ରିୟାକୁ ମଧ୍ୟ ଦୃଢ଼ କରିଥାଏ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme