Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଖୋଲିଲା ମା’ ମଝିଘରିଆଣି ମନ୍ଦିରର ହୁଣ୍ଡି

Posted on January 19, 2026

ଖୋଲିଲା ରାୟଗଡ଼ାର ଅଧିଷ୍ଠାତ୍ରୀଦେବୀ ମା’ ମଝିଘରିଆଣିଙ୍କ ହୁଣ୍ଡି। ୬ ମାସ ପରେ ଦାନ ହୁଣ୍ଡି ଖେଲାଯାଇ ଆରମ୍ଭ ହେଲା ଗଣତି। ସ୍ଥାନୀୟ ତହସିଲଦାରଙ୍କ ତତ୍ୱାବଧାନରେ ପୁଲିସ କଡ଼ା ସୁରକ୍ଷାରେ ହୁଣ୍ଡି ଟଙ୍କା ଗଣୁଛନ୍ତି ମନ୍ଦିର କର୍ତ୍ତୃପକ୍ଷ ଓ ମହିଳା।

ସୂଚନା ଅନୁଯାଇ, ସୋମବାର ଦିନ ଖୋଲିଛି ମା’ ମଝିଘରିଆଣି ମନ୍ଦିରର ଦାନ ହୁଣ୍ଡି । ସ୍ଥାନୀୟ ତହସିଲଦାରଙ୍କ ତତ୍ୱାବଧାନରେ ପୁଲିସ କଡ଼ା ସୁରକ୍ଷାରେ ଚାଲିଛି ଗଣତି । ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ହୁଣ୍ଡିରୁ ସକାଳ ୧୦ଟା ୩୦ରୁ ଗଣତି ଆରମ୍ଭ ହୋଇଛି । ଏହି ଗଣତି କାମରେ ବିଭିନ୍ନ ସଂଗଠନର ୨୫୦ ମହିଳା ଓ ପୁରୁଷ ସ୍ୱେଚ୍ଛାସେବୀମାନଙ୍କୁ ନିୟୋଜିତ କରାଯାଇଛି । ଏହି ଗଣତି କାର୍ଯ୍ୟରେ ନିୟୋଜିତ ହୋଇ ନିଜକୁ ଭାଗ୍ୟବାନ ମନେ କରନ୍ତି ବୋଲି କହିଛନ୍ତି ମହିଳା ସଂଘର ସଦସ୍ୟମାନେ ।

ସୂଚନା ଅନୁଯାଇ, ଗତଥର ହୁଣ୍ଡିରୁ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ଟଙ୍କା,୨ କେଜି ୫୦୫ ଗ୍ରାମ ରୁପା ଓ ୩୮ ଗ୍ରାମ ସୁନା ଏବଂ ବିଦେଶୀ ମୁଦ୍ରା ବାହାରିଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme