Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଖୋଲିଲା ଶିଖରଚଣ୍ଡୀ ପୀଠ, ଭରତପୁର ରିଜର୍ଭ ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା

Posted on December 29, 2025

ଭରତପୁର ରିଜର୍ଭ ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା । ଲୋକଙ୍କ ପାଇଁ ଖୋଲିଲା ଶିଖରଚଣ୍ଡୀ । ଗତକାଲି ରାତିରେ ବନ କର୍ମଚାରୀଙ୍କ ଉଦ୍ୟମରେ ହାତୀ ଦୁଇଟିଙ୍କୁ ଘଉଡ଼ାଇବାରେ ସଫଳ ହୋଇଛନ୍ତି । ୬ ଦିନ ହେବ ଶିଖରଚଣ୍ଡୀ ପାହାଡ଼ ଉପରେ ଆଡ୍ଡା ଜମାଇଥିଲେ ଦୁଇ ଟସ୍କର ବା ବଡ଼ ଦନ୍ତାହାତୀ । ହାତୀ ଦୁଇଟି ପୁଣି ଭରତପୁର ରିଜର୍ଭ ଜଙ୍ଗଲ ମଧ୍ୟକୁ ଫେରିଯାଇଛନ୍ତି । ଦନ୍ତାହାତୀଙ୍କୁ ନେଇ ଭୟଭୀତ ହୋଇପଡ଼ିଥିଲେ ଅଞ୍ଚଳବାସୀ । ଗତ ଶନିବାର ଠାରୁ ପାହାଡ଼ ଉପରକୁ ପ୍ରବେଶ ଉପରେ ଅଙ୍କୁଶ ଲଗାଯାଇଥିଲା । ହାତୀ ଦୁଇଟି ଫେରିଗଲା ପରେ ଆଜି ପୁଣି ଫାଟକ ଖୋଲାଗଲା । ହାତୀ ଘଉଡାଇବାରେ ପାଖାପାଖି ୨୭ ଜଣ ବନ କର୍ମଚାରୀ ଟିମରେ ନିୟୋଜିତ ଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme