Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗଛରେ ପିଟିହେଲା କାର୍; ଘଟଣା ସ୍ଥଳରେ ଆରଆଇ ମୃତ

Posted on October 1, 2025

ମା ତାରାତାରିଣୀଙ୍କ ଦର୍ଶନ ସାରି ଫେରୁଥିବାବେଳେ ବାଟରେ ଜଗି ଥିଲା ଯମ ।  ଗଛରେ ପିଟିହେଲା କାର୍ । ଆରଆଇଙ୍କ ମୃତ୍ୟୁ । ଦୁଇଟି ପରିବାରର ୬ ଜଣ ଗୁରୁତର । ହିନ୍ଦୋଳ ଥାନା ସେରଣା ବେଢା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ମୃତକ ହେଲେ ମୃତ୍ୟୁଞ୍ଜୟ ପାଣିଗ୍ରାହୀ ।  ସେ ପଞ୍ଚମହଲା RI ଭାବେ କାର୍ଯ୍ୟରତ ଥିଲେ।

ସୂଚନା ଅନୁସାରେ ମୃତ୍ୟୁଞ୍ଜୟ ପାଣିଗ୍ରାହୀ ଓ ମିଲୁ ସେଠୀଙ୍କ ପରିବାର ଗତକାଲି ମାଆ ତାରାତାରିଣୀଙ୍କ ଦର୍ଶନ କରି ଫେରୁଥିଲେ । ସେରଣା ବେଢା ନିକଟରେ ଭାରସାମ୍ୟ ହରାଇ ଗଛ ରେ ପିଟି ହୋଇଥିଲା କାର୍ । ଦୁର୍ଘଟଣାରେ ସମସ୍ତେ ଆହତ ହୋଇଥିଲେ ।  ମୃତ୍ୟୁଞ୍ଜୟ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଉଥିଲା ।  ବାଟରେ ତାଙ୍କର ମୃତ୍ୟୁ ହୋଇଛି ।  ଅନ୍ୟ ଆହତଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme