Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗରମ ପାଣିରେ ପଡି ଛାତ୍ରୀ ଆହତ

Posted on October 28, 2025

 କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ ଅନ୍ତର୍ଗତ ନମତରା ବୀଣାପାଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଘଟଣ ଘଟିଛି । ଜଣେ ଛାତ୍ରୀ ଗରମ ପାଣିରେ ପଡି ଆହତ ହୋଇଛନ୍ତି । ମିଳିଥିବା ତଥ୍ୟ ଅନୁସାରେ, ଛାତ୍ରୀ ଜଣକ ମଧ୍ୟାହ୍ନ ଭୋଜନ ଖାଇବା ପରେ ସ୍କୁଲ ପରିସରରେ ଥିବା ନଳକୂପ ପାଖକୁ ହାତ ଧୋଇବାକୁ ଯାଇଥିଲେ । ଏହି ସମୟରେ ଅଘଟଣଟି ଘଟିଛି । ଛାତ୍ରୀଙ୍କ ଅବସ୍ଥା ଭଲ ଥିବା ଖବର ମିଳିଛି ।

ନଳକୂଅ ପାଖରେ ଜନୈକ ବ୍ୟକ୍ତି ଗରମ ପାଣି ରଖିଥିଲେ । ଛାତ୍ରୀ ଜଣଙ୍କ ଅସାବଧାନତା ବସତଃ ଝୁଣ୍ଟି ପଡି ସେଇ ପାଣି ବାଲଟି ଉପରେ ପଡିଯିବାରୁ ଏଭଳି ଅଘଟଣ ଘଟିଛି । ଛାତ୍ରୀଙ୍କୁ ସଙ୍ଗେ ସଙ୍ଗେ ସ୍ଥାନୀୟ ମେଡିକାଲକୁ ନିଆଯାଇ ଚିକିତ୍ସା କରାଯାଇଛି । ଘଟଣାକୁ ନେଇ ସକାଳେ ପିଲାଙ୍କ ଅଭିଭାବକ, ଗ୍ରାମବାସୀ ସ୍କୁଲରେ ପହଞ୍ଚି ପ୍ରଧାନ ଶିକ୍ଷକଙ୍କ ସହିତ ଆଲୋଚନା କରିଥିବା ଜଣାପଡିଛି । ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି । ନଳକୂପ ପାଖକୁ ପିଲାମାନେ ଯିବା ଆସିବା କରୁଥିବାବେଳେ କିପରି ଏମିତି ଖାମଖିଆଲି ଭାବେ ଗରମ ପାଣି ରଖାଯାଇଥିଲା ତାକୁ ନେଇ ପ୍ରଶ୍ନ ଉଠିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme