Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗହଣା କିଣିବା ପୂର୍ବରୁ ଜାଣନ୍ତୁ ସୁନା ଏବଂ ରୁପାର ମୂଲ୍ୟ

Posted on November 15, 2025

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୫,୦୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୪,୬୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୫,୦୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୪,୬୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୫,୦୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୪,୬୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୫,୨୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୪,୮୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୬,୦୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫, ୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୫,୦୮୦ ଓ ୧,୧୪,୬୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୯,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme