Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗାଁ ଲୋକଙ୍କୁ ବୋମାମାଡ଼

Posted on November 12, 2025

ନୟାଗଡ ଜିଲ୍ଲା ଟାଉନ ଥାନା ଅଧୀନ ଶୁଳିଆ ଗାଁରେ ବୋମାମାଡ଼ । ଦୁର୍ବୃତ୍ତଙ୍କ ବୋମାମାଡ଼ରେ ୩ ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ୫ ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଧରି ଗାଁ ନିକଟରେ ବୁଲୁଥିଲେ । ଉକ୍ତ ରାସ୍ତା କାମ ଚାଲୁଥିବାରୁ ଦୁଇ ଜଣ ଯୁବକ ସିମେଣ୍ଟ ଜଗିବାକୁ ରାସ୍ତା ପାଖରେ ରହିଥିଲେ । ଦୁର୍ବୃତ୍ତଙ୍କ ଗତିବିଧି ଦେଖି ଗାଁ ଲୋକଙ୍କୁ ଡାକିଥିଲେ । ଗାଁ ଲୋକେ ଆସିବାରୁ ଦୁର୍ବୃତ୍ତ ତାଙ୍କ ଉପରକୁ ବୋମାମାଡ କରିଥିଲେ । ଏଥିରେ ଉପେନ୍ଦ୍ର ଖଟେଇ, ସୁମନ୍ତ ବାରିକ ଏବଂ ଶତୃଘ୍ନ ବାରିକ ଗୁରୁତର ହୋଇ ନୟାଗଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ବୋମାମାଡ କରି ୪ ଜଣ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ବେଳେ ଜଣଙ୍କୁ ଗ୍ରାମବାସୀ ଅଟକ ରଖି ପୋଲିସର ଜିମା ଦେଇଛନ୍ତି । ଅଟକ ଅଭିଯୁକ୍ତ ଜଣକ ହେଲା କଇଥଗାଡିଆ ଗାଁର ଅକୃର ପ୍ରଧାନ । ଅକୃରକୁ ପୋଲିସ ଅଟକ ରଖି ତଦନ୍ତ ଚଳାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme