Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

Posted on October 29, 2025

ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ କରମଡିହି ବରୁଣ ଢାବା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ସଦର ପୁଲିସ ପହଞ୍ଚି ଶବକୁ ଜବତ କରି ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଶବାଗାରରେ ରଖିବା ସହ ଘଟଣାର 
ତଦନ୍ତ ଚଳାଇଛି। ମୃତକଙ୍କ ପରିଚୟ ମିଳିନାହିଁ।

ଆଜି ସକାଳ ପ୍ରାୟ ୫ଟାରେ ଘଟଣା ଘଟିଥିବା କୁହାଯାଇଛି। ଯୁବକ ଜଣକ ଚାଲିଚାଲି ଯାଉଥିବାବେଳେ କୌଣସି ଏକ ଭାରୀଯାନ ଧକ୍କା ଦେଇ ଫେରାର ହୋଇଯାଇଛି। ଧକ୍କାରେ ଯୁବକ ଛିଟିକି ଯାଇ ସୁରକ୍ଷାବାଡ଼ରେ ପିଟି ହୋଇ ଯାଇଥିବା ଅନୁମାନ କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme