Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

Posted on October 29, 2025

ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ କରମଡିହି ବରୁଣ ଢାବା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ଘଟଣାସ୍ଥଳରେ ସଦର ପୁଲିସ ପହଞ୍ଚି ଶବକୁ ଜବତ କରି ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଶବାଗାରରେ ରଖିବା ସହ ଘଟଣାର 
ତଦନ୍ତ ଚଳାଇଛି। ମୃତକଙ୍କ ପରିଚୟ ମିଳିନାହିଁ।

ଆଜି ସକାଳ ପ୍ରାୟ ୫ଟାରେ ଘଟଣା ଘଟିଥିବା କୁହାଯାଇଛି। ଯୁବକ ଜଣକ ଚାଲିଚାଲି ଯାଉଥିବାବେଳେ କୌଣସି ଏକ ଭାରୀଯାନ ଧକ୍କା ଦେଇ ଫେରାର ହୋଇଯାଇଛି। ଧକ୍କାରେ ଯୁବକ ଛିଟିକି ଯାଇ ସୁରକ୍ଷାବାଡ଼ରେ ପିଟି ହୋଇ ଯାଇଥିବା ଅନୁମାନ କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme