Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗୁଜରାଟରେ ଭୂକମ୍ପ ଅନୁଭୂତ, ତୀବ୍ରତା ୪.୪

Posted on December 26, 2025

ଆଜି ଗୁଜରାଟରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୪.୪ ରହିଛି । ଭୂକମ୍ପ ପ୍ରାୟ ଭୋର ୪ ଟା ୩୦ମିନିଟ୍ ସମୟରେ ଅନୁଭୂତ ହୋଇଥିବା ଜଣାପଡିଛି । ଯାହାଦ୍ବାରା ଭୟରେ ଲୋକମାନେ ଘରୁ ବାହାରକୁ ବାହାରି ଯାଇଥିଲେ ।

ସୂଚନାନୁଯାୟୀ, ଗୁଜରାଟର କଚ୍ଛରେ ଘଟିଥିବା ଭୂକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରତାର ଥିଲା ବୋଲି NCS ପକ୍ଷରୁ ସୂଚନା ମିଳିଛି । ଏହାର କେନ୍ଦ୍ରସ୍ଥଳ ୨୩.୬୫ ଉତ୍ତର,ଦ୍ରାଘିମା ୭୦.୨୩ ପୂର୍ବରେ ଅବସ୍ଥିତ । କିନ୍ତୁ କୌଣସି ମୃତାହତ କିମ୍ବା ସମ୍ପତ୍ତି କ୍ଷତିର କୌଣସି ରିପୋର୍ଟ ନାହିଁ ।

ଏହା ପୂର୍ବରୁ ଡିସେମ୍ବର ୧୩ ତାରିଖରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୩.୯ ଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ; ରତ୍ନଭଣ୍ଡାର ଗଣତି ନେଇ ଆସିପାରେ ବଡ଼ ଘୋଷଣା ।
  • ଗୋରୁ ମାଫିଆ ଘରେ ପୋଲିସ ରେଡ । ବିଡ଼ା ବିଡ଼ା ଟଙ୍କା ଜବତ
  • ନବୀନ ନିବାସରେ ଅଖିଳେଶ: ଓଡ଼ିଶାରୁ ଆରମ୍ଭ ହେବ କି ‘ବିଜେପି ହଟାଓ’ ଅଭିଯାନ?
  • ଡକାୟତିରେ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି
  • ନିପା ଭାଇରସକୁ ନେଇ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (462)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,492)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme