Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗୋଷ୍ଠୀ ମଧ୍ୟରେ ତୁମୁଳକାଣ୍ଡ, ମହିଳାଙ୍କୁ ମାଡ ମାରିବା ସହ ଘର ଓ ସ୍କୁଟି ଜାଳିଦେଇଥିବା ଅଭିଯୋଗ

Posted on October 22, 2025

ଅନୁଗୁଳରେ ଗୋଷ୍ଠୀ ସଂଘର୍ଷ, ଜାଳିଦେଲେ ଘର। ସାମାନ୍ୟ ବଚସାରୁ ଦୁଇ ଗୋଷ୍ଠୀ ମଧ୍ୟରେ ତୁମୁଳକାଣ୍ଡ। ଦୀପାବଳି ସନ୍ଧ୍ୟାରେ ସହର ଉପକଣ୍ଠ କୁମଣ୍ଡ ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା । ଏହାକୁ ନେଇ ଗୋଟେ ଗୋଷ୍ଠୀ ମହିଳାଙ୍କୁ ମାଡ ମାରିବା ସହ ଘର ଓ ସ୍କୁଟି ଜାଳିଦେଇଥିବା ଅଭିଯୋଗ ହୋଇଛି । ଏନେଇ ଥାନାରେ ଏତଲା ଦିଆଯାଇଛି । ଥାନା ଆଗରେ ଧାରଣା ଦେବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଗାଁରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ପୋଲିସ ମୁତୟନ କରାଯାଇଛି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଛକ ଛକରେ ଜଗି ରହିଛି ପୋଲିସ । ମାମଲାର ସମାଧାନ କରିବାକୁ ଚେଷ୍ଟା ଚାଲିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme