Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଲାବୋରେଟାରୀ କୋଠାରେ ଅଗ୍ନିକାଣ୍ଡ, ଜଲିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

Posted on October 3, 2025

ବଲାଙ୍ଗୀର ଜିଲ୍ଲା ଗୁଡଭେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିସରରେ ଥିବା ଲାବୋରେଟାରୀ କୋଠାରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ସମସ୍ତ ସାମଗ୍ରୀ ଛାରଖାର୍ ହୋଇଯାଇଛି। ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀ ମଧ୍ୟ ନାକେଦମ ହୋଇଛି। ତେବେ ସଟ୍ ସର୍କିଟ ଯୋଗୁଁ ନିଆଁ ଲାଗିଥିଲା କୁହାଯାଉଥିବା ବେଳେ ସଠିକ କାରଣ ଅସ୍ପଷ୍ଟ ରହିଛି।

ସୂଚନା ମୁତାବକ, ଗୁଡଭେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିସରରେ ଲାବୋରେଟାରୀ କୋଠାରେ ହଠାତ ନିଆଁ ଲାଗି ଯାଇଥିଲା । ଯାହା ଫଳରେ ଘରେ ଥିବା ସମସ୍ତ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଥିଲା । ଏସମ୍ପର୍କରେ ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇଛି । ଦୀର୍ଘ ସମୟର ଚେଷ୍ଟା ପରେ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି ଅଗ୍ନିଶମ ବାହିନୀ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme