Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘରେ ସ୍ମାର୍ଟ ମିଟର ଲଗାଇବେ ସରକାର , କ୍ୟାବିନେଟ ନିଷ୍ପତ୍ତି ପରେ ଗାଇଡଲାଇନ ଆଣିଲା ଶକ୍ତି ବିଭାଗ

Posted on January 3, 2026

ଲୋକଙ୍କ ଘରେ ସ୍ମାର୍ଟ ମିଟର ଲଗାଇବେ ସରକାର। କ୍ୟାବିନେଟ ନିଷ୍ପତ୍ତି ପରେ ଗାଇଡଲାଇନ ଆଣିଲା ଶକ୍ତି ବିଭାଗ। ଏନେଇ ରାଜ୍ୟ ସରକାର ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

୨ କିଲୋ ୱାଟ ପର୍ଯ୍ୟନ୍ତ ଥିବା ୮ ଲକ୍ଷ ୭୫ ହଜାର ମିଟରକୁ ବଦଳାଇ ସ୍ମାର୍ଟ ମିଟର ଲଗାଯିବ। ଏହି ବାବଦକୁ ଖର୍ଚ୍ଚ ହେବ ୩୪୦ କୋଟି ଟଙ୍କା। ସେହିପରି ୨ ଲକ୍ଷ ୭୮ ହଜାର ୧୦୦ ଉପଭୋକ୍ତା ନୂଆ ସଂଯୋଗରେ ସ୍ମାର୍ଟ ମିଟର ଲଗେଇବା ପାଇଁ ୮୮ କୋଟି ଟଙ୍କା ଖର୍ଚ୍ଚ ହେବ। ମାର୍ଚ୍ଚ ୨୦୨୫ ପୂର୍ବରୁ ସ୍ମାର୍ଟ ମିଟର ଲଗାଇ ସାରିଥିବା ଉପଭୋକ୍ତାଙ୍କୁ ମିଟର ଭଡା ବାବଦକୁ ୩୦୭ କୋଟି ଟଙ୍କା ବହନ କରିବେ ସରକାର। ତେବେ ସ୍ମାର୍ଟ ମିଟର ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗ ଅଧୀନରେ ରହିବ ଏବଂ ସମ୍ପୃକ୍ତ DISCOM ଦ୍ୱାରା ପରିଚାଳିତ ଏବଂ ରକ୍ଷଣାବେକ୍ଷଣ କରାଯିବ ବୋଲି ସୂଚନା ମିଳିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme