Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘର ଆଗରୁ ଡିକି ଭାଙ୍ଗି ଲୁଟିନେଲେ ୧୦ ଲକ୍ଷ

Posted on October 30, 2025

ଜମି କିଣିବାକୁ ସ୍କୁଟି ଡିକିରେ ରଖିଥିଲେ ୧୦ ଲକ୍ଷ ଟଙ୍କା। ଘର ଆଗରୁ ଡିକି ଭାଙ୍ଗି ସବୁ ଟଙ୍କା ନେଇଗଲେ ଦୁର୍ବୃତ୍ତ। କଟକ ଜିଲ୍ଲା ଟାଙ୍ଗୀ ଥାନା ନପଙ୍ଗ ପଞ୍ଚାୟତ ଇଟୁଆ କୋରକର ଗ୍ରାମରେ ଏଭଳି ଘଟଣା ଘଟିଛି। ଏନେଇ ଟାଙ୍ଗୀ ଥାନାରେ ଅଭିଯୋଗ ହୋଇଛି।

ସୂଚନାନୁଯାୟୀ, ନପଙ୍ଗ ପଞ୍ଚାୟତ ଇଟୁଆ କୋରକର ଗ୍ରାମର ରବିନ୍ଦ୍ର ତ୍ରିପାଠୀ ଜମି କିଣିବା ପାଇଁ ଟାଙ୍ଗୀ ଏସବିଆଇ ବ୍ୟାଙ୍କରୁ ୧୦ଲକ୍ଷ ଟଙ୍କା ଉଠାଇ ଘରକୁ ଆସିଥିଲେ। ଘର ଆଗରେ ସ୍କୁଟି ରଖି ଘର ଭିତରକୁ ଯାଇଥିଲେ। କିଛି ସମୟ ପରେ ଘରୁ ବାହାରକୁ ଆସି ଦେଖନ୍ତି ତ ଲୁଟେରାମାନେ ଡିକି ଭାଙ୍ଗି ସବୁ ଟଙ୍କା ନେଇଯାଇଛନ୍ତି। ଏନେଇ ସେ ଟାଙ୍କୀ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ସିସିଟିଭି ଆଧାରରେ ତଦନ୍ତ ଆରମ୍ଭ କରିଛି। ଦୁଇଟି ବାଇକ୍‌ରେ ୪ ଜଣ ଦୁର୍ବୃତ୍ତ ଆସି ଲୁଟ୍ କରିଥିବା ଅଭିଯୋଗ ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme