Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ

Posted on December 22, 2025

କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ ରହୁଥିବା ଜଣେ ଅବସରପ୍ରାପ୍ତ ଏଏନ୍‌ଏମ୍‌ ସୁପରାଇଜରଙ୍କ ମୃତଦେହ ନିଜ ଘର ଆଗରେ ପଡ଼ିରହିଥିବା ଦେଖିବାକୁ ମିଳିଛି। ଏହାସହ ତାଙ୍କ ଘର କବାଟ ମଧ୍ୟ ତାଲା ଭଙ୍ଗା ଯାଇଛି। ଏକାକୀର ସୁଯୋଗ ନେଇ ମହିଳାଙ୍କୁ ଦୁର୍ବୁତ୍ତ ହତ୍ୟା କରି ତାଙ୍କ ଘରର ସାମଗ୍ରୀ ଲୁଟ୍‌ କରିଥିବା ସନ୍ଦେହ କରାଯାଉଛି। ମୃତ ମହିଳାଙ୍କ ନାମ ସୁଚିତ୍ରା ଖୁଣ୍ଟିଆ (୬୨) ବୋଲି ଜଣାପଡ଼ିଥିବାବେଳେ ତାଙ୍କ ସ୍ବାମୀ ଓ ପୁଅ ବାହାରେ ରହୁଥିବା ଜଣାପଡ଼ିଛି। ଏ ନେଇ ସ୍ଥାନୀୟ ପୋଲିସ ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme