Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଘର ଉପରେ ଚଢିଗଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ବୃଦ୍ଧ ଦମ୍ପତ୍ତି। କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ।

Posted on November 24, 2025

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥର ବାଙ୍ଗୁରା ଗାଁ ଛକ ନିକଟରେ ଥିବା ଦୁଇଟି ଘର ଉପରେ ଚଢ଼ିଗଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ବୃଦ୍ଧ ଦମ୍ପତ୍ତି। ବୃଦ୍ଧ ଦମ୍ପତ୍ତି ହେଉଛନ୍ତି ବାଙ୍ଗୁରା ଗାଁର କାହ୍ନୁ ପ୍ରଧାନ ଓ ମୁଖେଇ ପ୍ରଧାନ। ଉଭୟେ ଘରେ ବସିଥିବା ବେଳେ ଏକ ଟ୍ରକ ଦ୍ରୁତ ଗତିରେ ଆସି ପ୍ରଥମେ ଘର ପାଖ ମହୁଲ ଗଛ ଉପରେ ଫିଲ୍ମ ଷ୍ଟାଇଲରେ ଉଡି ଘର ଉପରେ ପଡିଥିଲା। ତେବେ ଦୁର୍ଘଟଣା ଘଟିବା ପରେ ଡ୍ରାଇଭର ଫେରାର ହୋଇଯାଇଛି । ସେପଟେ କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକମାନେ ଜାତୀୟ ରାଜପଥକୁ ଅବରୋଧ କରିଥିବା ସୂଚନାରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme