Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଚଞ୍ଚକତା କରି ଟ୍ରକ ହାତେଇଲା ଦାଦା ପୁଅ ଭାଇ। ହୃଦୟସ୍ପର୍ଶୀ ଭିଡିଓ କରି ଆତ୍ମହତ୍ୟା କଲେ ଦିବ୍ୟାଙ୍ଗ ଯୁବକ।

Posted on December 12, 2025

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବାମ ବନ୍ଧ କେନାଲ ନଂ -୨ର ବଡ଼ଝରା ଗାଁ ନିକଟରୁ ଶହ ଶହ ଟ୍ରିପ ମାଟି ଚୋରି ହୋଇଥିବା ଦେଖିବାକୁ ମିଳିଛି। ଜାତୀୟ ରାଜପଥ ନଂ- ୫୩ ବଡ଼ଝରା ଗାଁ ନିକଟରେ ଏକ ପେଟ୍ରୋଲ ପମ୍ପ ନିର୍ମାଣ ପାଇଁ ମାଟି ଚାଲାଣ ହୋଇଥିବା ଜଣାପଡିଛି। ରେଙ୍ଗାଳି ବାମ ପାର୍ଶ୍ୱ କେନାଲରୁ ବେଆଇନ ଭାବେ ହାଇୱା ଟ୍ରକରେ ଶହ ଶହ ଟ୍ରିପ ମାଟିକୁ ଦିବାଲୋକରେ ଚୋରି କରି ନେଇଛନ୍ତି ସମ୍ପୃକ୍ତ ବ୍ୟକ୍ତି। ଢେଙ୍କାନାଳ ମାଇନିଙ୍ଗ ଅଫିସ ଚିଠି ସଂଖ୍ୟା -୨୫୩୩ ଅନୁଯାୟୀ ବଡଝରା ଗାଁର ଜୈନିକ ବ୍ୟକ୍ତିଙ୍କ ଖାତା ନଂ -୨୭୯ ଅନୁଯାୟୀ ଦୁଇଟି ପ୍ଲଟ ଯଥାକ୍ରମେ ୫୬୯୧ ଏବଂ ୫୬୯୨ ରୁ ୩ଶହ କ୍ୟୁବିକ୍ ମିଟର ମାଟି ଉଠେଇବାର ଏକ ଅନୁମତି ପତ୍ର ରହିଛି। ଯେଉଁ ଚିଠିକୁ ଧରି ସମ୍ପୃକ୍ତ ବ୍ୟକ୍ତି ରେଙ୍ଗାଳି ବାମ ପାର୍ଶ୍ଵ କେନାଲ ଡ୍ୟାମ୍ପରୁ ଶହ ଶହ ଟ୍ରିପ ମାଟି ନିର୍ଦ୍ୱନ୍ଦ୍ୱରେ ଚୋରା ଚାଲାଣ କରୁଥିବା ଦେଖିବାକୁ ମିଳିଛି।

ଏପରିକି ପେଟ୍ରୋଲ ପମ୍ପ ନିର୍ମାଣ ପାଇଁ ନିୟୋଜିତ ଠିକାସଂସ୍ଥାର ମ୍ୟାନେଜର ଆମ କ୍ୟାମେରାକୁ ଦେଖି ମେସିନ ଏବଂ ହାଇୱା ଟ୍ରକ ଗୁଡିକୁ ନେଇ ଫେରାର ହୋଇଯାଇଥିଲେ । ପୁନଶ୍ଚ ରାତିରେ ଚୋରା ଚାଲାଣ କରୁଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ଆମେ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀଙ୍କ ସହ ଯୋଗାଯୋଗ କରିଥିଲୁ ଦାଇତ୍ବ ରେ ଥିବା ଯନ୍ତ୍ରୀ ତା୩୧ ରିଖ ର ଅନ୍ୟ ଏକ ଠିକାସଂସ୍ଥାର ଚିଠି କୁ ଦେଖାଇ ଦୋଷ ଛଡାଇଥିଲେ ତେବେ ଅନୁମାନ କରାଯାଉଛି ଅଧିକାରି ଓ ମାଫିଆ ଙ୍କ ସହ ମିଶି ମାଟି ଉଠୁଥିଲା। ଏବାବଦରେ କାମାକ୍ଷାନଗର ଉପଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲୁ। ତୁରନ୍ତ ଏହାର ଏକ ତଦନ୍ତ କରାଯାଇ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଉପଜିଲ୍ଲାପାଳ ପ୍ରକାଶ କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme