Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି

Posted on November 6, 2025

ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ । ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହାଉସିଂବୋର୍ଡ କଲୋନୀ ସରକାରୀ କ୍ବାଟରରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୁଜାତା ରାଣି କର । ଦୁଇ ମାସ ହେବ ସେ ଚନ୍ଦ୍ରଶେଖରପୁର ଥାନାରେ ନିଯୁକ୍ତ ହୋଇଥିଲେ ।

ଗତକାଲି ବାନ୍ତି ହେବାରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ବିଷ କ୍ରିୟା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଏନେଇ ତଦନ୍ତ କରିଛି । ମୃତ ହୋମଗାର୍ଡଙ୍କ ଗୋଟିଏ ପୁଅ ଓ ଝିଅ ରହିଛନ୍ତି। ୬ ମାସ ପୁର୍ବେ ତାଙ୍କ ସ୍ବାମୀଙ୍କ ଦେହାନ୍ତ ହୋଇଥିଲା ।  ତାଙ୍କ ଝୁରି ଝୁରି ଏପରି ମୃତ୍ୟୁ ହୋଇଥିବା ତାଙ୍କ ମାଆ ସୂଚନା ଦେଇଛନ୍ତି । ଏନେଇ ଚନ୍ଦ୍ରଶେଖରପୁର ଥାନା ଆଇଆଇସି କହିଛନ୍ତି ସ୍ବାମୀଙ୍କ ମୃତ୍ୟୁ ପାଇଁ ଅବସାଦ ଥିଲେ। ତାଙ୍କର ମୃତ୍ୟୁ ପାଇ ଆମେ ଯାହା ସହାୟତା ହୋଇପାରିବୁ ସେନେଇ ବ୍ୟବସ୍ଥା କରୁଛୁ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme